ପ୍ରେରିତ 2:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା। Gade chapit laପବିତ୍ର ବାଇବଲ (Re-edited) - (BSI)43 ଆଉ, ଲୋକସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ଵାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା। Gade chapit laଓଡିଆ ବାଇବେଲ43 ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା । Gade chapit laପବିତ୍ର ବାଇବଲ (CL) NT (BSI)43 ପ୍ରେରିତ ଶିଷ୍ୟମାନେ ଅନେକ ଅଲୌକିକ କାର୍ଯ୍ୟ ଓ ଆଶ୍ଚର୍ଯ୍ୟ ବିଷୟ ସାଧନ କଲେ ଓ ସମସ୍ତେ ଏଥିରେ ବିସ୍ମୟାଭିଭୂତ ହେଲେ। Gade chapit laପବିତ୍ର ବାଇବଲ43 ପ୍ରେରିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ଲୋକର ଈଶ୍ୱରଙ୍କ ପ୍ରତି ଅତି ଭକ୍ତି ଥିଲା। Gade chapit la |