ପ୍ରେରିତ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ସେମାନେ ଆଚମ୍ଵିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଅଛନ୍ତି, ସେମାନେ କଅଣ ଗାଲିଲୀୟ ନୁହନ୍ତି? Gade chapit laଓଡିଆ ବାଇବେଲ7 ପୁଣି, ସେମାନେ ଆଚମ୍ବିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ,ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କ'ଣ ଗାଲିଲୀୟ ନୁହଁନ୍ତି ? Gade chapit laପବିତ୍ର ବାଇବଲ (CL) NT (BSI)7 ହତବୁଦ୍ଧି ଓ ବିସ୍ମିତ ହୋଇ ସେମାନେ ପଚାରିଲେ, “ଏ ପ୍ରକାର କଥା କହୁଥିବା ଏ ଲୋକମାନେ କ’ଣ ଗାଲିଲୀୟ ନୁହଁନ୍ତି? Gade chapit laପବିତ୍ର ବାଇବଲ7 ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି? Gade chapit la |