Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖିଅ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ଵିତୀୟ ଦିନରେ ସାମରେ ଜାହାଜ ଲଗାଇଲୁ ଓ ତହିଁ ଆରଦିନ ମୀଲୀତରେ ପହଞ୍ଚିଲୁ।

Gade chapit la Kopi

ଓଡିଆ ବାଇବେଲ

15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମରେ ଲଗାଇଲୁ ଓ ଆରଦିନ ମୀଲୀତରେ ପହଞ୍ଚିଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେଠାରୁ ପୁଣି ଯାତ୍ରା କରି ତହିଁ ଆରଦିନ ଖିଅସ୍ ନିକଟରେ ପହଞ୍ଚିଲୁ। ଆଉ ଦିନକ ପରେ ଆମେ ସାମୋସ୍ରେ ପହଞ୍ଚି, ତା’ ପରଦିନ ମିଲୀଟସରେ ପହଞ୍ଚିଲୁ।

Gade chapit la Kopi

ପବିତ୍ର ବାଇବଲ

15 ତହିଁ ଆରଦିନ ଆମ୍ଭେ ସେଠାରୁ ଜାହାଜରେ ଖିଅ ଉପଦ୍ୱୀପ ସାମନାରେ ଆସି ପହଞ୍ଚିଲୁ। ତା'ପରେ ଦ୍ୱିତୀୟ ଦିନ ଆମ୍ଭେ ମିଳିତ ନଗରରେ ପହଞ୍ଚିଲୁ।

Gade chapit la Kopi




ପ୍ରେରିତ 20:15
3 Referans Kwoze  

ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।


ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।


ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍‌ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀ ସହରକୁ ଆସିଲୁ,


Swiv nou:

Piblisite


Piblisite