Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ତଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

17 ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଏଫିସୀୟ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ତାଙ୍କ ସହିତ ସାକ୍ଷାତ କରିବା ପାଇଁ ପାଉଲ ଡକାଇଲେ।

Gade chapit la Kopi

ପବିତ୍ର ବାଇବଲ

17 ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଇଲେ।

Gade chapit la Kopi




ପ୍ରେରିତ 20:17
15 Referans Kwoze  

ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।


ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।


ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।


ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।


ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ।


ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।


ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।


ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।


ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।


Swiv nou:

Piblisite


Piblisite