Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ନିକଟରେ ଜଣାଇବାକୁ, ପୁଣି ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ

Gade chapit la Kopi

ଓଡିଆ ବାଇବେଲ

20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ତୁମେ ଜାଣ ଯେ, ମୁଁ ଲୋକମାନଙ୍କ ନିକଟରେ ପ୍ରଚାର କରିବା ସମୟରେ ଓ ତୁମ୍ଭମାନଙ୍କ ଗୃହରେ ଉପଦେଶ ଦେବା ସମୟରେ ତୁମର ଉପକାର ହେବା ଭଳି କୌଣସି ବିଷୟ ପ୍ରକାଶ କରିବାକୁ ସଙ୍କୋଚ ବୋଧ କରି ନ ଥିଲି।

Gade chapit la Kopi

ପବିତ୍ର ବାଇବଲ

20 ଯେଉଁସବୁ ବିଷୟ ତୁମ୍ଭମାନଙ୍କ ନିମନ୍ତେ ମଙ୍ଗଳଜନକ, ସେହିସବୁ ତୁମ୍ଭମାନଙ୍କ ନିକଟରେ ମୁଁ ବିନା ସଙ୍କୋଚରେ ପ୍ରଗ୍ଭର କରିଛି। ଜନସାଧାରଣଙ୍କ ସାମନାରେ ଓ ଘରେ ଘରେ ବୁଲି ମୁଁ ତୁମ୍ଭମାନଙ୍କୁ ଉପଦେଶ ଦେଇଛି।

Gade chapit la Kopi




ପ୍ରେରିତ 20:20
18 Referans Kwoze  

ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।


ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ;


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।


କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,


ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।


ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?


କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ।


ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।


ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।


ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ-ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।


ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା।


“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।


ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”


Swiv nou:

Piblisite


Piblisite