Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।

Gade chapit la Kopi

ଓଡିଆ ବାଇବେଲ

33 ମୁଁ କାହାରି ରୁପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ମୁଁ କାହାରି ରୂପା, ସୁନା କିମ୍ବା ବସ୍ତ୍ର ପାଇବାକୁ ଆଶା କରି ନାହିଁ।

Gade chapit la Kopi

ପବିତ୍ର ବାଇବଲ

33 ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତେବେଳେ ମୁଁ କେବେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦେଖାଇ ନାହିଁ।

Gade chapit la Kopi




ପ୍ରେରିତ 20:33
13 Referans Kwoze  

କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।


ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।


ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ।


ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।


ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।


କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ।


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”


ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?


ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି?


ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।


Swiv nou:

Piblisite


Piblisite