ପ୍ରେରିତ 20:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ। Gade chapit laପବିତ୍ର ବାଇବଲ (Re-edited) - (BSI)34 ଏହି ହାତ ଦୁଇଟି ଯେ ମୋର ଓ ମୋʼ ସଙ୍ଗୀ-ମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରି ଆସୁଅଛି, ଏହା ତୁମ୍ଭେମାନେ ନିଜେ ଜାଣ। Gade chapit laଓଡିଆ ବାଇବେଲ34 ମୋର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୁରଣ ନିମନ୍ତେ ସେବା କରି ଆସୁଛି, ନିଜେ ଏହା ତୁମ୍ଭେମାନେ ଜାଣ । Gade chapit laପବିତ୍ର ବାଇବଲ (CL) NT (BSI)34 ତୁମ୍ଭେମାନେ ଜାଣ, ମୁଁ ମୋର ଏହି ଦୁଇ ହାତରେ ପରିଶ୍ରମ କରି ନିଜର ଓ ମୋ’ ସହକର୍ମୀମାନଙ୍କର ସମସ୍ତ ଆବଶ୍ୟକତା ପୂରଣ କରିଛି। Gade chapit laପବିତ୍ର ବାଇବଲ34 ତୁମ୍ଭେମାନେ ଜାଣିଛ ଯେ, ମୁଁ ନିଜେ ମୋର ଓ ମୋ’ ସହିତ ରହିଥିବା ଲୋକମାନଙ୍କର ଆବଶ୍ୟକତା ପୂରଣ କରିବା ପାଇଁ ନିଜ ହାତରେ କାର୍ଯ୍ୟ କରିଛି। Gade chapit la |