Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେଠାରେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେମାନେ ସେଥିରେ ଚଢ଼ି ଯାତ୍ରା କଲୁ।

Gade chapit la Kopi

ଓଡିଆ ବାଇବେଲ

2 ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେଠାରୁ ଫିନିସିଆକୁ ଯାଉଥିବା ଏକ ଜାହାଜ ଚଢ଼ି ଯାତ୍ରା କଲୁ।

Gade chapit la Kopi

ପବିତ୍ର ବାଇବଲ

2 ପାତାରାରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥିରେ ଚଢ଼ିଲୁ ଓ ଯାତ୍ରା କଲୁ।

Gade chapit la Kopi




ପ୍ରେରିତ 21:2
5 Referans Kwoze  

ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ।


ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।


ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।


Swiv nou:

Piblisite


Piblisite