Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଣୁ ଆମ୍ଭେମାନେ ତୁମ୍ଭକୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ଘେନିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

23 ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର । ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଆମେ ଚାହୁଁଛୁ, ଆପଣ ଗୋଟିଏ କାମ କରନ୍ତୁ। ଏଠାରେ ଥିବା ଚାରିଜଣ ଲୋକ ଗୋଟିଏ ବ୍ରତ ଗ୍ରହଣ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

23 ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖରେ ପରମେଶ୍ୱରଙ୍କଠାରେ ମାନତ କରିଥିବାର ଗ୍ଭରି ଜଣ ଲୋକ ଅଛନ୍ତି।

Gade chapit la Kopi




ପ୍ରେରିତ 21:23
6 Referans Kwoze  

ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।


ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।


ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।


ତେବେ କଅଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ।


ଯେପରି ମୁଁ ଯିହୁଦୀମାନଙ୍କୁ ଲାଭ କରିପାରେ, ଏଥିପାଇଁ ଯିହୁଦୀମାନଙ୍କ ନିକଟରେ ମୁଁ ଯିହୁଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି।


Swiv nou:

Piblisite


Piblisite