Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ଯେଉଁ ଲୋକଟା ସବୁ ସ୍ଥାନରେ ଆମ୍ଭମାନଙ୍କ ଜାତି, ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ଆହୁରି ମଧ୍ୟ ସେ ମନ୍ଦିର ଭିତରକୁ ଗ୍ରୀକ୍ମାନଙ୍କୁ ସୁଦ୍ଧା ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରିଅଛି।

Gade chapit la Kopi

ଓଡିଆ ବାଇବେଲ

28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‌ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ସେମାନେ ଚିକ୍ରାର କରି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ଆମକୁ ସାହାଯ୍ୟ କର! ଏହି ଲୋକ ଚାରିଆଡ଼େ ଯାଇ ଇଶ୍ରାଏଲର ଲୋକମାନଙ୍କ ବିରୁଦ୍ଧରେ, ମୋଶାଙ୍କ ବ୍ୟବସ୍ଥା ଓ ଏହି ମନ୍ଦିର ବିରୁଦ୍ଧରେ ଶିକ୍ଷା ଦେଉଛି। ପୁଣି ବର୍ତ୍ତମାନ ସେ କେତେକ ଅଣଇହୁଦୀଙ୍କୁ ମନ୍ଦିର ମଧ୍ୟକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରିଛି।”

Gade chapit la Kopi

ପବିତ୍ର ବାଇବଲ

28 ସେମାନେ ଖୁବ୍ ଜୋ‌ର୍‌‌ରେ ଚିତ୍କାର କରି କହିଲେ, “ହେ ଇସ୍ରାଏଲୀୟ ଲୋକମାନେ, ଆମ୍ଭକୁ ସାହାଯ୍ୟ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧରେ, ଆମ୍ଭ ବ୍ୟବସ୍ଥା ଓ ଏହି ସ୍ଥାନ ବିରୁଦ୍ଧରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତେକ ଗ୍ରୀକ୍ ଲୋକମାନଙ୍କୁ ମଧ୍ୟ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।”

Gade chapit la Kopi




ପ୍ରେରିତ 21:28
9 Referans Kwoze  

ପୁଣି, ଅଣଯିହୁଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୁଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ପାଇଅଛନ୍ତି।


ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;


ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),


ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


Swiv nou:

Piblisite


Piblisite