Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାହାଙ୍କୁ ବୋହି ନେଇଯିବାକୁ ପଡ଼ିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାଙ୍କୁ ବୋହି ନେଇଯିବାକୁ ପଡ଼ିଲା,

Gade chapit la Kopi

ଓଡିଆ ବାଇବେଲ

35 ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାଙ୍କୁ ବୋହି ନେଇଯିବାକୁ ପଡ଼ିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ସେମାନେ ତାଙ୍କୁ ନେଇ ଦୁର୍ଗ ପାହାଚ ନିକଟରେ ପହଞ୍ଚିବାବେଳକୁ ତାଙ୍କୁ ଘେରି ରହିଥିବା ଜନତା ଏଡ଼େ ଉତ୍ସୃଙ୍ଖଳ ହେଲେ ଯେ ସୈନ୍ୟମାନେ ପାଉଲଙ୍କୁ ବୋହି ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

35 ଲୋକମାନେ ଅତ୍ୟନ୍ତ ହିଂସ୍ରକ ହୋଇ ଉଠିବାରୁ ପାହାଚ ନିକଟରେ ସୈନିକମାନେ ପାଉଲଙ୍କୁ ଟେକି ନେଇଗଲେ।

Gade chapit la Kopi




ପ୍ରେରିତ 21:35
8 Referans Kwoze  

ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,


କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।


ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।


ହେ ପ୍ରଭୋ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।


ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି?


କିନ୍ତୁ ସହସ୍ର-ସେନାପତି ଲୂସୀୟା ଆସି ଅତିଶୟ ଜୋର୍‍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,


Swiv nou:

Piblisite


Piblisite