Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 କାରଣ ତାହାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 କାରଣ ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ତାକୁ ବଧ କର ବୋଲି ଚିତ୍କାର କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

36 କାରଣ ତାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଲୋକମାନେ ସମସ୍ତେ ତାଙ୍କ ପଛେ ପଛେ ଆସି ଚିକ୍ରାର କରି କହୁଥିଲେ, “ତାଙ୍କୁ ହତ୍ୟା କର।”

Gade chapit la Kopi

ପବିତ୍ର ବାଇବଲ

36 ତଥାପି ଲୋକସମୂହ ତାହାଙ୍କ ପଛରେ ଯାଉ ଯାଉ ପାଟି କଲେ, “ତାହାଙ୍କୁ ହତ୍ୟାକର।”

Gade chapit la Kopi




ପ୍ରେରିତ 21:36
5 Referans Kwoze  

ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।


ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।


ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।


ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ।


ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।


Swiv nou:

Piblisite


Piblisite