Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଥିଉତ୍ତାରେ ମୁଁ ଯିରୂଶାଲମକୁ ବାହୁଡ଼ିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।

Gade chapit la Kopi

ଓଡିଆ ବାଇବେଲ

17 ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 “ମୁଁ ଯିରୂଶାଲମକୁ ଫେରିଯାଇ ସେଠାରେ ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ,

Gade chapit la Kopi

ପବିତ୍ର ବାଇବଲ

17 “ତା'ପରେ ମୁଁ ଯିରୁଶାଲମକୁ ଫେରି ଆସିଲି। ସେଠାରେ ମନ୍ଦିରରେ ଦିନେ ପ୍ରାର୍ଥନା କଲାବେଳେ ମୁଁ ଗୋଟିଏ ଦର୍ଶନ ଦେଖିଲି।

Gade chapit la Kopi




ପ୍ରେରିତ 22:17
8 Referans Kwoze  

କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।


Swiv nou:

Piblisite


Piblisite