Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ବିଜାତିମାନଙ୍କ ନିକଟକୁ ପ୍ରେରଣ କରିବୁ।

Gade chapit la Kopi

ଓଡିଆ ବାଇବେଲ

21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପ୍ରଭୁ ମୋତେ କହିଲେ, ‘ଯାଅ, ମୁଁ ତୁମକୁ ବହୁତ ଦୂରକୁ ଅଣଇହୁଦୀମାନଙ୍କ ନିକଟକୁ ପଠାଇବି’।”

Gade chapit la Kopi

ପବିତ୍ର ବାଇବଲ

21 “କିନ୍ତୁ ପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।’”

Gade chapit la Kopi




ପ୍ରେରିତ 22:21
15 Referans Kwoze  

କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।


କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।


କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି।


ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,


ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୁଦୀମାନଙ୍କ ନିକଟକୁ ଯିବି।


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।


ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।


Swiv nou:

Piblisite


Piblisite