Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେଥିରେ ସହସ୍ର-ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ ହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେଥିରେ ସହସ୍ରସେନାପତି ଆସି ତାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ, ହଁ।

Gade chapit la Kopi

ଓଡିଆ ବାଇବେଲ

27 ସେଥିରେ ସହସ୍ର ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ ? ସେ କହିଲେ ହଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ସୈନ୍ୟାଧ୍ୟକ୍ଷ ପାଉଲଙ୍କ ନିକଟକୁ ଯାଇ ପଚାରିଲେ, “ତୁମେ କ’ଣ ଜଣେ ରୋମୀୟ ନାଗରିକ?” ପାଉଲ ଉତ୍ତର ଦେଲେ, “ହଁ”।

Gade chapit la Kopi

ପବିତ୍ର ବାଇବଲ

27 ତେଣୁ ସେନାଧ୍ୟକ୍ଷ ଯାଇ ପାଉଲଙ୍କୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ କ’ଣ ପ୍ରକୃତରେ ଜଣେ ରୋମୀୟ ନାଗରିକ?” ପାଉଲ ଉତ୍ତର ଦେଲେ, “ହଁ।”

Gade chapit la Kopi




ପ୍ରେରିତ 22:27
4 Referans Kwoze  

ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ


ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।


ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।


ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?


Swiv nou:

Piblisite


Piblisite