ପ୍ରେରିତ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଦିନ ହୁଅନ୍ତେ ଯିହୁଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଶପଥରେ ନିଜ ନିଜକୁ ଆବଦ୍ଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଦିନ ହୁଅନ୍ତେ, ଯିହୁଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଶପଥରେ ଆପଣା ଆପଣାକୁ ଆବଦ୍ଧ କଲେ। Gade chapit laଓଡିଆ ବାଇବେଲ12 ଦିନ ହୁଅନ୍ତେ ଯିହୂଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି, ଶପଥରେ ନିଜ ନିଜକୁ ଆବଦ୍ଧ କଲେ । Gade chapit laପବିତ୍ର ବାଇବଲ (CL) NT (BSI)12 ତହିଁ ଆରଦିନ ସକାଳେ କେତେକ ଇହୁଦୀ ଏକତ୍ର ହୋଇ ଗୋଟିଏ ଚକ୍ରାନ୍ତ କଲେ। ପାଉଲଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଭୋଜନ ପାନ କରିବେ ନାହିଁ ବୋଲି ଶପଥ କଲେ। Gade chapit laପବିତ୍ର ବାଇବଲ12 ତହିଁ ଆରଦିନ କେତେକ ଯିହୂଦୀ ଗୋଟିଏ ଯୋଜନା କଲେ। ସେମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଗ୍ଭହିଁଲେ। ତାହାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ। Gade chapit la |
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।