Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମହାମହିମ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କୁ, କ୍ଲାଉଦିଅ ଲୂସୀୟାଙ୍କର ନମସ୍କାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମହାମହିମ ଶାସନକର୍ତ୍ତା ଫେଲୀକ୍ସଙ୍କୁ କ୍ଳାଉଦିଅ ଲୂସୀୟାଙ୍କର ନମସ୍କାର।

Gade chapit la Kopi

ଓଡିଆ ବାଇବେଲ

26 ମହାମହିମ ଶାସନକର୍ତ୍ତା ଫେଲିକ୍ସ୍‍ଙ୍କୁ କ୍ଲାଉଦିୟ ଲୂସିୟାଙ୍କର ନମସ୍କାର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 “ମାନ୍ୟବର ରାଜ୍ୟପାଳ ଫେଲିକ୍ସ୍ଙ୍କୁ କ୍ଳଡିଅସ୍ ଲିସିଅସ୍ର ନମସ୍କାର।

Gade chapit la Kopi

ପବିତ୍ର ବାଇବଲ

26 “ମହାମହିମ ରାଜ୍ୟପାଳ ଫେଲୀ‌କ୍‌ସଙ୍କୁ କ୍ଳାଉଦିଅ ଲୂସିୟାଙ୍କର ନମସ୍କାର।

Gade chapit la Kopi




ପ୍ରେରିତ 23:26
9 Referans Kwoze  

ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।


କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।


ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।


ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,


ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।


ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।


ପୁଣି, ସେମାନେ ଯେପରି ପାଉଲଙ୍କୁ ଅଶ୍ବବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ।


ଆଉ, ସେ ଏହି ପ୍ରକାରେ ଗୋଟିଏ ଚିଠି ଲେଖିଲେ,


ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍‍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ।


Swiv nou:

Piblisite


Piblisite