ପ୍ରେରିତ 23:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି। Gade chapit laପବିତ୍ର ବାଇବଲ (Re-edited) - (BSI)28 କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ଘେନିଗଲି। Gade chapit laଓଡିଆ ବାଇବେଲ28 କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି । Gade chapit laପବିତ୍ର ବାଇବଲ (CL) NT (BSI)28 ସେମାନଙ୍କ ବିରୁଦ୍ଧରେ ସେ କି ଦୋଷ କରିଥିଲା, ଜାଣିବା ପାଇଁ ମୁଁ ତାକୁ ସେମାନଙ୍କ ମହାସଭାକୁ ନେଇଗଲି। Gade chapit laପବିତ୍ର ବାଇବଲ28 ମୁଁ ଏହି ଲୋକକୁ ସେମାନଙ୍କର ମହାସଭାକୁ ନେଇ ତାହା ବିରୁଦ୍ଧରେ ଥିବା ଅଭିଯୋଗ ଜାଣିବାକୁ ଗ୍ଭହୁଁଥିଲି। Gade chapit la |