Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍‍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପରେ ଅଶ୍ଵାରୋହୀମାନେ କାଇସରୀଆକୁ ଆସି ଶାସନକର୍ତ୍ତାଙ୍କୁ ପତ୍ର ଦେଲେ, ପୁଣି ପାଉଲଙ୍କୁ ମଧ୍ୟ ତାଙ୍କ ଛାମୁରେ ଉପସ୍ଥିତ କଲେ।

Gade chapit la Kopi

ଓଡିଆ ବାଇବେଲ

33 ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍‍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ପାଉଲଙ୍କୁ ନେଇ ସିସେରିଆରେ ପହଞ୍ଚିଲେ। ସେଠାରେ ସୈନ୍ୟାଧ୍ୟକ୍ଷଙ୍କ ପତ୍ର ସହ ପାଉଲଙ୍କୁ ରାଜ୍ୟପାଳଙ୍କ ଜିମା କରିଦେଲେ।

Gade chapit la Kopi

ପବିତ୍ର ବାଇବଲ

33 ସେମାନେ କାଇସରୀଆରେ ପହଞ୍ଚି ରାଜ୍ୟପାଳକୁ ପତ୍ରଟି ଦେଲେ। ତା'ପରେ ସେମାନେ ପାଉଲଙ୍କୁ ତାହାଙ୍କ ହାତରେ ସମର୍ପଣ କଲେ।

Gade chapit la Kopi




ପ୍ରେରିତ 23:33
7 Referans Kwoze  

ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।


ମହାମହିମ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କୁ, କ୍ଲାଉଦିଅ ଲୂସୀୟାଙ୍କର ନମସ୍କାର।


କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।


ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।


ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।


ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍‌ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି।


Swiv nou:

Piblisite


Piblisite