Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରିପାରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଏବେ ଏମାନେ ମୋʼ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ଘେନି ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହି ସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତେଣୁ ମୋ’ ବିରୁଦ୍ଧରେ ବର୍ତ୍ତମାନ ଆଣିଥିବା ଅଭିଯୋଗଗୁଡ଼ିକ ପାଇଁ ସେମାନେ ପ୍ରମାଣ ଦେଇପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ଏହି ଲୋକମାନେ ମୋ’ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସେମାନେ ଦେଇ ପାରିବେ ନାହିଁ।

Gade chapit la Kopi




ପ୍ରେରିତ 24:13
4 Referans Kwoze  

ସେ ଆସନ୍ତେ ଯିରୂଶାଲମ ସହରରୁ ଆଗତ ଯିହୁଦୀମାନେ ତାହାଙ୍କ ଚାରିଆଡ଼େ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରିପାରିଲେ ନାହିଁ।


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”


ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”


Swiv nou:

Piblisite


Piblisite