ପ୍ରେରିତ 24:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ଵରଙ୍କଠାରେ ସେହିପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ଵୀକାର କରୁଅଛି। Gade chapit laଓଡିଆ ବାଇବେଲ15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)15 ଏମାନଙ୍କ ଭଳି ପ୍ରଭୁଙ୍କଠାରେ ମୋର ସେହି ଏକ ଭରସା ଯେ, ଭଲ ଓ ଖଳ ଲୋକ ସମସ୍ତେ ମୃତ୍ୟୁରୁ ଉତ୍ଥିତ ହେବେ। Gade chapit laପବିତ୍ର ବାଇବଲ15 ଏହି ବ୍ୟକ୍ତିମାନଙ୍କ ଭଳି, ମୁଁ ମଧ୍ୟ ପରମେଶ୍ୱରଙ୍କଠାରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ୟୁରୁ ପୁନରୁତ୍ଥାନ ହେବ। Gade chapit la |