Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ୍ ହୋଇଥାଆନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯଦି ସେମାନଙ୍କର ମୋʼ ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା।

Gade chapit la Kopi

ଓଡିଆ ବାଇବେଲ

19 ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 କିନ୍ତୁ ଏସିଆ ଦେଶର କେତେକ ଇହୁଦୀ ସେଠାରେ ଥିଲେ; ଯଦି ସେମାନଙ୍କର ମୋ’ ବିରୁଦ୍ଧରେ କିଛି କହିବାର ଅଛି, ସେମାନେ ନିଜେ ଆପଣଙ୍କ ସମ୍ମୁଖକୁ ଆସି ଅଭିଯୋଗ କରିପାରିଥାନ୍ତେ।

Gade chapit la Kopi

ପବିତ୍ର ବାଇବଲ

19 ସେ ସମୟରେ ଏସିଆର କେତେକ ଯିହୂଦୀ ସେଠାରେ ଥିଲେ। ଯଦି ସେମାନଙ୍କର ମୋ’ ବିରୁଦ୍ଧରେ କିଛି ଆପତ୍ତି ଥାଏ ତେବେ ସେମାନେ ଆପଣଙ୍କ ନିକଟରେ ଉପସ୍ଥିତ ହେବା ଉଚିତ୍,

Gade chapit la Kopi




ପ୍ରେରିତ 24:19
3 Referans Kwoze  

ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠାଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି।


ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ।


ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା। ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ।


Swiv nou:

Piblisite


Piblisite