ପ୍ରେରିତ 24:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 କେତେକ ଦିନ ପରେ ଫେଲୀକ୍ସ୍, ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ବିଷୟ ତାଙ୍କଠାରୁ ଶୁଣିଲେ। Gade chapit laଓଡିଆ ବାଇବେଲ24 କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୂଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ । Gade chapit laପବିତ୍ର ବାଇବଲ (CL) NT (BSI)24 କିଛିଦିନ ପରେ ଫେଲିକ୍ସ୍ ତାଙ୍କର ଇହୁଦୀୟା ସ୍ତ୍ରୀ ଦ୍ରୁସିଲାଙ୍କ ସହିତ ଆସିଲେ, ସେ ପାଉଲଙ୍କୁ ଡକାଇ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମ୍ପର୍କରେ ତାଙ୍କ କଥା ଶୁଣିଲେ। Gade chapit laପବିତ୍ର ବାଇବଲ24 କିଛି ଦିନ ପରେ ଫେଲୀକ୍ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନେଇ ଆସିଲେ। ସେ ଯିହୂଦୀ ଥିଲେ। ଫେଲୀକ୍ସ୍ ପାଉଲଙ୍କୁ ଡକାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟରେ ଶୁଣିଲେ। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।