Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତ ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟାଗୁଣରେ ଆମ୍ଭମାନଙ୍କର କେତୋଟି କଥା ଶ୍ରବଣ କରିବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଲାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେ ଯାହାହେଉ, ମୁଁ ଆପଣଙ୍କର ଅଧିକ ସମୟ ନେବାକୁ ଚାହେଁ ନାହିଁ, ତେଣୁ ଆପଣ ଦୟା କରି ଆମର ସଂକ୍ଷିପ୍ତ ବିବରଣୀ ଶୁଣିବା ପାଇଁ ମୋର ଅନୁରୋଧ।

Gade chapit la Kopi

ପବିତ୍ର ବାଇବଲ

4 ଏବେ ମୁଁ ଆପଣଙ୍କର ଅଧିକ ସମୟ ନଷ୍ଟ କରିବାକୁ ଇଚ୍ଛା ନ କରି, ସଂକ୍ଷେପରେ ଆମ୍ଭ କଥା କହିବି। ତେଣୁ ଆପଣ ଧୈର୍ଯ୍ୟ ଧରି ଆମ୍ଭ କଥା ଶୁଣନ୍ତୁ।

Gade chapit la Kopi




ପ୍ରେରିତ 24:4
5 Referans Kwoze  

ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;


ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।


କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;


ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।


ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।


Swiv nou:

Piblisite


Piblisite