ପ୍ରେରିତ 24:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ; Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ଵରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ; Gade chapit laଓଡିଆ ବାଇବେଲ5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ; Gade chapit laପବିତ୍ର ବାଇବଲ (CL) NT (BSI)5 ଏହି ଲୋକଟା ଭୟଙ୍କର ଗଣ୍ଡଗୋଳିଆ ବୋଲି ଆମେ ଜାଣୁ; ସେ ପୃଥିବୀରେ ସବୁଆଡ଼େ ବୁଲି ଇହୁଦୀମାନଙ୍କୁ ଶାନ୍ତି ଭଙ୍ଗ କରିବାକୁ ମତାଉଛି। ସେ ନାଜରିତୀୟ ଦଳର ଜଣେ ନେତା। Gade chapit laପବିତ୍ର ବାଇବଲ5 ଏ ବ୍ୟକ୍ତି ଜଣେ ଗଣ୍ଡଗୋଳକାରୀ। ସେ ସାରା ପୃଥିବୀର ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି କରୁଛି ଓ ଆନ୍ଦୋଳନ କରିବା ପାଇଁ ମତାଉଛି। ସେ ନାଜରିତୀୟ ସମ୍ପ୍ରଦାୟର ଜଣେ ମୁଖ୍ୟ ନେତା। Gade chapit la |