ପ୍ରେରିତ 25:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସେଥିରେ ଫେଷ୍ଟ ମନ୍ତ୍ରୀମଣ୍ତଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ। Gade chapit laଓଡିଆ ବାଇବେଲ12 ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ । Gade chapit laପବିତ୍ର ବାଇବଲ (CL) NT (BSI)12 ତା’ପରେ ଫେଷ୍ଟସ୍ ତାଙ୍କର ସଭାସଦ୍ମାନଙ୍କ ସହିତ ପରାମର୍ଶ କରି ଉତ୍ତର ଦେଲେ, “ତୁମେ ସମ୍ରାଟଙ୍କଠାରେ ଆବେଦନ କରିଛ, ତେଣୁ ତୁମେ ସମ୍ରାଟଙ୍କ ନିକଟକୁ ଯିବ।” Gade chapit laପବିତ୍ର ବାଇବଲ12 ଫେଷ୍ଟ ତାହାଙ୍କ ପରାମର୍ଶ ଦାତାମାନଙ୍କ ସହିତ ଏ ବିଷୟରେ କଥା ହେଲେ। ସେ କହିଲେ, “ତୁମ୍ଭେ କାଇସରଙ୍କ ନିକଟରେ ଆବେଦନ କରିଛ। ତେଣୁ ତୁମ୍ଭେ ତାହାଙ୍କ ନିକଟକୁ ଯିବ।” Gade chapit la |
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।