Biblia Todo Logo
Bib sou entènèt

- Piblisite -




ପ୍ରେରିତ 25:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାହାଙ୍କ ନିକଟରେ ଆବେଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାଙ୍କ ନିକଟରେ ଆବେଦନ କଲେ,

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ପ୍ରଧାନ ଯାଜକମାନେ ଓ ଯିହୂଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାଙ୍କ ନିକଟରେ ଆବେଦନ କଲେ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେଠାରେ ମୁଖ୍ୟ ଯାଜକ ଓ ଇହୁଦୀ ନେତାମାନେ ପୁନର୍ବାର ପାଉଲଙ୍କ ବିରୁଦ୍ଧରେ ଅଭିଯୋଗ କଲେ।

Gade chapit la Kopi

ପବିତ୍ର ବାଇବଲ

2 ସେଠାରେ ମୁଖ୍ୟ ଯାଜକମାନେ ଓ ଅନ୍ୟ ଯିହୂଦୀ ନେତାମାନେ ତାହାଙ୍କୁ ସାକ୍ଷାତ କରି ପାଉଲଙ୍କ ବିରୁଦ୍ଧରେ ସେମାନଙ୍କର ଅଭିଯୋଗ ଆଗତ କଲେ।

Gade chapit la Kopi




ପ୍ରେରିତ 25:2
8 Referans Kwoze  

ମୁଁ ଯିରୂଶାଲମ ସହରରେ ଥିବା ସମୟରେ ଯିହୁଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ।


ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।


ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।


ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’


ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମ ସହରରେ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ୍ ନୁହେଁ ବୋଲି ଚିତ୍କାର କଲେ।


ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମ ସହରରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି।


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


Swiv nou:

Piblisite


Piblisite