ପ୍ରେରିତ 25:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ଫେଷ୍ଟସ୍ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମ ସହରକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ? Gade chapit laପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ଫେଷ୍ଟ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ଘେନି ବିଚାରିତ ହେବାକୁ ଇଚ୍ଛା କରୁଅଛ? Gade chapit laଓଡିଆ ବାଇବେଲ9 କିନ୍ତୁ ଫେଷ୍ଟସ୍ ଯିହୂଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହି ସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ ? Gade chapit laପବିତ୍ର ବାଇବଲ (CL) NT (BSI)9 କିନ୍ତୁ ଫେଷ୍ଟସ୍ ଇହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଚାହିଁ ପାଉଲଙ୍କୁ ପଚାରିଲେ, “ଯିରୂଶାଲମକୁ ଯିବା ପାଇଁ ଓ ସେଠାରେ ମୋ’ ସମ୍ମୁଖରେ ଏହିସବୁ ଅଭିଯୋଗରେ ବିଚାରିତ ହେବା ପାଇଁ ତୁମେ କ’ଣ ରାଜି ହେବ?” Gade chapit laପବିତ୍ର ବାଇବଲ9 କିନ୍ତୁ ଫେଷ୍ଟ ଯିହୂଦୀମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପଗ୍ଭରିଲେ, “ତୁମ୍ଭେ ମୋ’ ଦ୍ୱାରା ଏହି ଅଭିଯୋଗ ସମ୍ବନ୍ଧରେ ବିଗ୍ଭର କରାଯିବା ପାଇଁ ଯିରୁଶାଲମ ଯିବା ପାଇଁ କି?” Gade chapit la |