Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ବସିଥିବା ବ୍ୟକ୍ତିମାନେ ଉଠିଯାଇ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ଉପବିଷ୍ଟ ବ୍ୟକ୍ତିମାନେ ଉଠିଯାଇ

Gade chapit la Kopi

ଓଡିଆ ବାଇବେଲ

30 ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ବସିଥିବା ବ୍ୟକ୍ତିମାନେ ଉଠିଯାଇ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ତା’ପରେ ରାଜା, ରାଜ୍ୟପାଳ ଓ ବର୍ଣ୍ଣିସ୍ ଏବଂ ଅନ୍ୟ ସମସ୍ତେ ଯିବା ପାଇଁ ଉଠିଲେ।

Gade chapit la Kopi

ପବିତ୍ର ବାଇବଲ

30 ତା'ପରେ ରାଜା, ରାଜ୍ୟପାଳ, ରାଣୀ ବର୍ଣ୍ଣୀକୀ ଓ ଅନ୍ୟମାନେ ସମସ୍ତେ ଠିଆ ହେଲେ ଓ ପ୍ରସ୍ଥାନ କଲେ।

Gade chapit la Kopi




ପ୍ରେରିତ 26:30
4 Referans Kwoze  

କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।


ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍‌ଙ୍କ ଆଦେଶ ଅନୁସାରେ ପାଉଲ ଅଣାଗଲେ।


ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।


ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।


Swiv nou:

Piblisite


Piblisite