Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନଯୋଗ୍ୟ କୌଣସି କର୍ମ କରି ନାହିଁ।

Gade chapit la Kopi

ଓଡିଆ ବାଇବେଲ

31 ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ସେମାନେ ପ୍ରସ୍ଥାନ କଲାବେଳେ ପରସ୍ପରକୁ କହିଲେ, “ଏହି ଲୋକ ଏଭଳି କୌଣସି କାର୍ଯ୍ୟ କରିନାହିଁ, ଯାହା ପାଇଁ ସେ ମୃତ୍ୟୁଦଣ୍ଡ ପାଇବ ବା ବନ୍ଦୀ ହେବ।”

Gade chapit la Kopi

ପବିତ୍ର ବାଇବଲ

31 ସେମାନେ ବିଗ୍ଭର ଗୃହ ଛାଡ଼ିଲା ବେଳେ ପରସ୍ପର ସହିତ କଥାବାର୍ତ୍ତା ହେଲେ। ସେମାନେ କହିଲେ, “ଏହି ଲୋକକୁ ହତ୍ୟା କରିବା କି ବନ୍ଦୀ କରିବା ଉଚିତ୍ ନୁହେଁ। ସେ ପ୍ରକୃତରେ କିଛି ଖରାପ କାର୍ଯ୍ୟ କରି ନାହିଁ।”

Gade chapit la Kopi




ପ୍ରେରିତ 26:31
10 Referans Kwoze  

ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି।


ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି।


ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି।


ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।


ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”


ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”


Swiv nou:

Piblisite


Piblisite