Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ଶତ-ସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ।

Gade chapit la Kopi

ଓଡିଆ ବାଇବେଲ

11 କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କିନ୍ତୁ ସେନାପତି ପାଉଲଙ୍କ କଥାରେ ବିଶ୍ୱାସ ନ କରି ଜାହାଜର ଅଧ୍ୟକ୍ଷ ଓ ଜାହାଜର ମାଲିକଙ୍କ କଥାରେ ପ୍ରଭାବିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ସେନାଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ୟାପଟେନ୍ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ୱାସ କଲେ।

Gade chapit la Kopi




ପ୍ରେରିତ 27:11
9 Referans Kwoze  

ତେବେ ଯେକେହି ତହିଁରେ ତୂରୀର ଶବ୍ଦ ଶୁଣି ସଚେତନ ନ ହୁଏ, ପୁଣି, ଖଡ୍ଗ ଉପସ୍ଥିତ ହୋଇ ତାହାକୁ ସଂହାର କରେ, ତେବେ ତାହାର ରକ୍ତ ତାହାର ନିଜ ମସ୍ତକରେ ବର୍ତ୍ତିବ।


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।


ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।


ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା।


କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା।’” ଆଉ ପ୍ରତ୍ୟେକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟେକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,


ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ସ୍ଥାନ ବିଷୟ ଜଣାଇ ସତର୍କ କରାଇଥାଆନ୍ତି, ଇସ୍ରାଏଲର ରାଜା ସେହି ସ୍ଥାନକୁ ଲୋକ ପଠାନ୍ତି; ଏହିରୂପେ ସେ ଥରେ କି ଦୁଇ ଥର ନୁହେଁ, ବାରମ୍ବାର ସେସ୍ଥାନରେ ଆପଣାକୁ ରକ୍ଷା କଲେ।


ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।


Swiv nou:

Piblisite


Piblisite