Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖୀନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖୀନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ।

Gade chapit la Kopi

ଓଡିଆ ବାଇବେଲ

15 ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖିନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଜାହାଜକୁ ଆଘାତ କଲା। ଜାହାଜକୁ ପବନ ଆଡ଼କୁ ମୁହଁ କରାଇ ରଖିବା ଅସମ୍ଭବ ହେବାରୁ ଆମେ ଆଉ ଚେଷ୍ଟା ନ କରି ପବନ ସୁଅରେ ଜାହାଜଟିକୁ ଭାସି ଯିବାକୁ ଛାଡ଼ି ଦେଲୁ।

Gade chapit la Kopi

ପବିତ୍ର ବାଇବଲ

15 ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠେଲି ନେଲା। ଜାହାଜ ପବନରେ ସ୍ଥିର ହୋଇ ରହି ନ ପାରିବାରୁ ଆମ୍ଭେ ତାକୁ ଭାସିଯିବା ପାଇଁ ଛାଡ଼ି ଦେଲୁ।

Gade chapit la Kopi




ପ୍ରେରିତ 27:15
4 Referans Kwoze  

ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।


ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ।


କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା।


ପୁଣି, କାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ୱୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,


Swiv nou:

Piblisite


Piblisite