Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତା’ ପରଦିନ ଜାହାଜର କେତେକ ଉପକରଣ ସମୁଦ୍ରରେ ଫୋପାଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ

19 ତୃତୀୟ ଦିନ ସେମାନେ ନିଜ ହାତରେ ଜାହାଜର ସରଞ୍ଜାମ ସବୁ ପାଣିକୁ ଫୋପାଡ଼ି ଦେଲେ।

Gade chapit la Kopi




ପ୍ରେରିତ 27:19
7 Referans Kwoze  

ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।


ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।


ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,


ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା।


ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;


Swiv nou:

Piblisite


Piblisite