ପ୍ରେରିତ 27:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା। Gade chapit laଓଡିଆ ବାଇବେଲ21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)21 ସମସ୍ତେ ଦୀର୍ଘ କାଳ ଅନାହାରରେ ରହିବା ପରେ, ପାଉଲ ଯାତ୍ରଅୀମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, “ବନ୍ଧୁଗଣ, ଆପଣମାନେ ମୋ’ କଥା ଅନୁସାରେ କ୍ରୀଟରୁ ଜାହାଜ ଛାଡ଼ି ନ ଥିଲେ, ଆମର ଏ ଦୁର୍ଦ୍ଦଶା ଘଟି ନ ଥାନ୍ତା। Gade chapit laପବିତ୍ର ବାଇବଲ21 ଶେଷରେ ପାଉଲ ସେମାନଙ୍କୁ କହିଲେ, “ବନ୍ଧୁଗଣ, ତୁମ୍ଭେମାନେ ଯଦି ମୋ’ କଥା ଶୁଣି କ୍ରୀତି ଉପଦ୍ୱୀପରୁ ଜାହାଜ ଛାଡ଼ି ନ ଥା’ନ୍ତ, ତେବେ ତୁମ୍ଭେମାନଙ୍କର ଏ ଜାହାଜ ନଷ୍ଟ ହୋଇ ନ ଥା’ନ୍ତା ଓ ଏତେ କ୍ଷତି ଘଟି ନ ଥା’ନ୍ତା। Gade chapit la |