ପ୍ରେରିତ 27:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେଣୁ ମୁଁ ଯେଉଁ ଈଶ୍ଵରଙ୍କର ଲୋକ, ପୁଣି ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋʼ ପାଖରେ ଠିଆ ହୋଇ କହିଲେ, Gade chapit laଓଡିଆ ବାଇବେଲ23 ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)23 ମୁଁ ଯେଉଁ ଈଶ୍ୱରଙ୍କୁ ଉପାସନା କରେ, ଗତ ରାତ୍ରିରେ ତାଙ୍କର ଜଣେ ସ୍ୱର୍ଗଦୂତ ମୋ’ ସମ୍ମୁଖରେ ମୋ’ ପାଖକୁ ଆସି କହିଲେ, Gade chapit laପବିତ୍ର ବାଇବଲ23 ମୁଁ ଯେଉଁ ପରମେଶ୍ୱରଙ୍କର ସେବା କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତିରେ ମୋ’ ପାଖରେ ଠିଆ ହୋଇ କହିଲେ, Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।