ପ୍ରେରିତ 27:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)24 ପାଉଲ, ଭୟ କର ନାହିଁ; କାଇସରଙ୍କ ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀସମସ୍ତଙ୍କୁ ଈଶ୍ଵର ତୁମ୍ଭକୁ ଦାନ କରିଅଛନ୍ତି। Gade chapit laଓଡିଆ ବାଇବେଲ24 ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)24 ‘ପାଉଲ, ତୁମେ ଭୟ କର ନାହିଁ। ତୁମେ ନିଶ୍ଚୟ ସମ୍ରାଟଙ୍କ ସମ୍ମୁଖରେ ଉପସ୍ଥିତ ହେବ। ତୁମ ପ୍ରତି ପ୍ରଭୁ ସଦୟ ହୋଇଥିବାରୁ, ତୁମ ସହିତ ଯାତ୍ରା କରୁଥିବା ସମସ୍ତଙ୍କର ଜୀବନ ସେ ରକ୍ଷା କରିଛନ୍ତି। Gade chapit laପବିତ୍ର ବାଇବଲ24 ‘ଭୟ କର ନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ଯିବ। ପରମେଶ୍ୱର ତୁମ୍ଭ ହେତୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।’ Gade chapit la |
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।