Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ବରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ଵରଙ୍କଠାରେ ମୋହର ବିଶ୍ଵାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।

Gade chapit la Kopi

ଓଡିଆ ବାଇବେଲ

25 ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ୱରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଏଣୁ, ଭାଇମାନେ, ସାହସ ଧରନ୍ତୁ! କାରଣ ମୁଁ ଈଶ୍ୱରଙ୍କଠାରେ ବିଶ୍ୱାସ କରେ, ମୋତେ ଯାହା କୁହାଗଲା, ଠିକ୍ ସେହିପରି ଘଟିବ।

Gade chapit la Kopi

ପବିତ୍ର ବାଇବଲ

25 ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରେ। ତାହାଙ୍କ ଦୂତ ମୋତେ ଯେପରି କହିଛନ୍ତି, ଠିକ୍ ସେହିପରି ଘଟିବ।

Gade chapit la Kopi




ପ୍ରେରିତ 27:25
8 Referans Kwoze  

ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।


ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।


ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


କିନ୍ତୁ ଶତ-ସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ।


ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍‍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”


ସେଥିରେ ସେମାନେ ସମସ୍ତେ ସାହସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ।


Swiv nou:

Piblisite


Piblisite