Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,

Gade chapit la Kopi

ଓଡିଆ ବାଇବେଲ

42 ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ବନ୍ଦୀମାନେ କୂଳକୁ ପହଁରି ପହଁରି ପଳାଇ ଯିବେ ବୋଲି ଆଶଙ୍କା କରି ସେମାନଙ୍କୁ ମାରିଦେବା ପାଇଁ ସୈନିକମାନେ ବିଚାର କଲେ।

Gade chapit la Kopi

ପବିତ୍ର ବାଇବଲ

42 ବନ୍ଦୀମାନେ କାଳେ ପହଁରି ଖସି ଗ୍ଭଲିଯିବେ, ସେଥିପାଇଁ ସୈନ୍ୟମାନେ ଭୟରେ ସେମାନଙ୍କୁ ହତ୍ୟା କରିବା ପାଇଁ ଚିନ୍ତା କଲେ।

Gade chapit la Kopi




ପ୍ରେରିତ 27:42
9 Referans Kwoze  

ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ।


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।


ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।


ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।


କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାହାର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା।


ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,


Swiv nou:

Piblisite


Piblisite