Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍ଜାଣ୍ତ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ଵୀପରେ ଶୀତକାଳ କଟାଇଥିଲା, ତାʼର ଚିହ୍ନ ମିଥୁନ।

Gade chapit la Kopi

ଓଡିଆ ବାଇବେଲ

11 ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଆଲେକ୍ଜାଣ୍ଡ୍ରିଆଠାରୁ ଆସିଥିବା “ଯୁଗ୍ମ ଦେବତା” ନାମକ ଗୋଟିଏ ଜାହାଜ ମାଲ୍ଟା ଦ୍ୱୀପରେ ଶୀତ ଋତୁ ଅତିବାହିତ କରିଥିଲା। ଦ୍ୱୀପରେ ତିନିମାସ ରହିବା ପରେ ଆମେ ସେହି ଜାହାଜରେ ବସି ପୁଣି ଯାତ୍ରା ଆରମ୍ଭ କଲୁ।

Gade chapit la Kopi




ପ୍ରେରିତ 28:11
9 Referans Kwoze  

ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ।


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,


ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।


ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।


ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।


ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।


ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,


Swiv nou:

Piblisite


Piblisite