Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଆପଣଙ୍କର ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ, କାରଣ ଏହି ଦଳ ସମ୍ଵନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସେ ଯାହାହେଉ, ଆମେ ତୁମର ମତାମତ ଶୁଣିବାକୁ ଚାହୁଁ, କାରଣ ସର୍ବତ୍ର ଲୋକମାନେ ତୁମ ଦଳ ବିରୁଦ୍ଧରେ କଥା କହୁଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

22 ଆମ୍ଭେ ତୁମ୍ଭଠାରୁ ତୁମ୍ଭ ବିଗ୍ଭରଗୁଡ଼ିକ ବିଷୟରେ ଶୁଣିବାକୁ ଗ୍ଭହୁଁଛ। ଆମ୍ଭେ ଜାଣୁ ଯେ ଏହି ଦଳର ନିନ୍ଦା ସବୁଠାରେ ହେଉଛି।”

Gade chapit la Kopi




ପ୍ରେରିତ 28:22
14 Referans Kwoze  

ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ;


ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,


ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।


ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନଯାପନ କଲି।


କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।


ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ


ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି।


ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।


Swiv nou:

Piblisite


Piblisite