Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ସେ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ପାଉଲ ନିଜେ ଆହତ ନ ହୋଇ, ସାପଟିକୁ ନିଅାଁ ଭିତରକୁ ଛିଞ୍ଚାଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ

5 ମାତ୍ର ପାଉଲ ହାତ ଛିଞ୍ଚାଡ଼ି ସାପଟିକୁ ନିଆଁରେ ଫିଙ୍ଗି ଦେଲେ। ଏଥିରେ ତା'ର କିଛି କ୍ଷତି ହେଲା ନାହିଁ।

Gade chapit la Kopi




ପ୍ରେରିତ 28:5
8 Referans Kwoze  

ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।


ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”


ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ସେ ଯେ ଫୁଲିଯିବେ କିମ୍ବା ହଠାତ୍‍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାହାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା।


Swiv nou:

Piblisite


Piblisite