Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ସେ କୁଦାମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି ଈଶ୍ଵରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।

Gade chapit la Kopi

ଓଡିଆ ବାଇବେଲ

8 ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ୱରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସେ କୁଦାମାରି ଉଠି ଠିଆ ହେଲା ଓ ଚାଲିବାକୁ ଲାଗିଲା। ତା’ପରେ ସେ ଚାଲୁ ଚାଲୁ, କୁଦା ମାରୁ ମାରୁ ଏବଂ ଈଶ୍ୱରଙ୍କ କରୁ କରୁ ସେମାନଙ୍କ ସଙ୍ଗେ ମନ୍ଦିରକୁ ଗଲା।

Gade chapit la Kopi

ପବିତ୍ର ବାଇବଲ

8 ସେ ନାଚି ନାଚି ଈଶ୍ୱରଙ୍କୁ ପ୍ରଶଂସା କରି ସେମାନଙ୍କ ସହିତ ଉପାସନା ମନ୍ଦିରକୁ ଗଲା।

Gade chapit la Kopi




ପ୍ରେରିତ 3:8
11 Referans Kwoze  

ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।


ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।


ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”


ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”


ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।


ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,


ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।


Swiv nou:

Piblisite


Piblisite