Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଚମତ୍କୃତ ହେଲେ, ପୁଣି ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,

Gade chapit la Kopi

ଓଡିଆ ବାଇବେଲ

13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ପିତର ଓ ଯୋହନ ଅଶିକ୍ଷିତ ଓ ସାଧାରଣ ଲୋକ ଥିଲେ ବୋଲି ମହାସଭାର ସଦସ୍ୟମାନେ ଜାଣିଥିଲେ। ତେଣୁ ସେହି ଦୁଇ ଶିଷ୍ୟଙ୍କର ସାହସ ଦେଖି ସେମାନେ ଆଚମ୍ବିତ ହେଲେ। ପୁଣି ସେମାନେ ଜାଣିଥିଲେ ଯେ, ସେ ଦୁହେଁ ଯୀଶୁଙ୍କର ସହଚର ଥିଲେ।

Gade chapit la Kopi

ପବିତ୍ର ବାଇବଲ

13 ସେମାନେ ଯେତେବେଳେ ପିତର ଓ ଯୋହନଙ୍କର ଏପରି ସାହସ ଦେଖିଲେ ଓ ଜାଣି ପାରିଲେ ଯେ ସେମାନେ ଅଶିକ୍ଷିତ ଓ ସାଧାରଣ ଲୋକ, ସେମାନେ ବହୁତ ଆଶ୍ଚର୍ଯ୍ୟ ହେଲେ। ସେମାନେ ଏହା ମଧ୍ୟ ବୁଝି ପାରିଲେ ଯେ, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ।

Gade chapit la Kopi




ପ୍ରେରିତ 4:13
22 Referans Kwoze  

କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ,


ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା?


ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି।


କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।


ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, “ଆମ୍ଭେମାନେ ଯେପରି ଭୋଜନ କରିପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”


ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା।


ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”


ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।


କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ


ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।


କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେଶକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।


ଆଉ, ସେ ସେମାନଙ୍କ ସହିତ ଯିରୂଶାଲମ ସହରରେ ଗମନାଗମନ କରି,


ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।


ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,


Swiv nou:

Piblisite


Piblisite