ପ୍ରେରିତ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା? Gade chapit laପବିତ୍ର ବାଇବଲ (Re-edited) - (BSI)15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ, ଏ ଲୋକଗୁଡ଼ାକ ପ୍ରତି କଅଣ କରିବା? Gade chapit laଓଡିଆ ବାଇବେଲ15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କ'ଣ କରିବା ? Gade chapit laପବିତ୍ର ବାଇବଲ (CL) NT (BSI)15 ତେଣୁ ସେମାନେ ଶିଷ୍ୟମାନଙ୍କୁ ସଭା ମଧ୍ୟରୁ ବାହାର କରି ଦେଇ ସେମାନଙ୍କ ବିଷୟରେ ପରସ୍ପର ମଧ୍ୟରେ ଆଲୋଚନା କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ15 ସେମାନଙ୍କୁ ସଭାରୁ ଗ୍ଭଲିଯିବା ପାଇଁ ଆଦେଶ ଦେଲେ। ତା'ପରେ ନେତାମାନେ କ’ଣ କରିବେ, ସେ ବିଷୟରେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ। Gade chapit la |