ପ୍ରେରିତ 4:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ Gade chapit laପବିତ୍ର ବାଇବଲ (Re-edited) - (BSI)19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ଵରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ। Gade chapit laଓଡିଆ ବାଇବେଲ19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ Gade chapit laପବିତ୍ର ବାଇବଲ (CL) NT (BSI)19 କିନ୍ତୁ ପିତର ଓ ଯୋହନ ଉତ୍ତର ଦେଇ କହିଲେ, “ଆପଣଙ୍କର ବାଧ୍ୟ ହେବା, ଅବା ଈଶ୍ୱରଙ୍କର ବାଧ୍ୟ ହେବା - କେଉଁ ବିଷୟ ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ, ତାହା ଆପଣମାନେ ବିଚାର କରନ୍ତୁ। Gade chapit laପବିତ୍ର ବାଇବଲ19 କିନ୍ତୁ ଯୋହନ ଓ ପିତର ସେମାନଙ୍କୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ୍ କି ନାହିଁ, ତାହା ତୁମ୍ଭେମାନେ ବିଗ୍ଭର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନ କହି ରହିପାରିବୁ ନାହିଁ।” Gade chapit la |
ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”