Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ଵ ଥିଲା।

Gade chapit la Kopi

ଓଡିଆ ବାଇବେଲ

22 କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଯେଉଁ ଲୋକ ଆଶ୍ଚର୍ଯ୍ୟଭାବେ ସୁସ୍ଥତା ଲାଭ କରିଥିଲା, ତା’ର ବୟସ ଚାଳିଶ ବର୍ଷରୁ ଅଧିକ ଥିଲା।

Gade chapit la Kopi

ପବିତ୍ର ବାଇବଲ

22 ଏହି ଅସାଧାରଣ କାର୍ଯ୍ୟ ପରମେଶ୍ୱରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହୋଇଥିବା ଲୋକଟିର ବୟସ ଗ୍ଭଳିଶ୍ ବର୍ଷରୁ ଅଧିକ ଥିଲା।

Gade chapit la Kopi




ପ୍ରେରିତ 4:22
8 Referans Kwoze  

ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା।


ସେଠାରେ ଅଠତିରିଶି ବର୍ଷାବଧି ରୋଗଗ୍ରସ୍ତ ଜଣେ ଲୋକ ଥିଲା।


ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।


ଯୀଶୁ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ।


ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।


ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,


ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,


ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।


Swiv nou:

Piblisite


Piblisite