Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, “‘ଅଣଯିହୁଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ଵାରା ଏହି କଥା କହିଅଛ, ବିଜାତିମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?

Gade chapit la Kopi

ଓଡିଆ ବାଇବେଲ

25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, ଅଣଯିହୂଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ପବିତ୍ରଆତ୍ମାଙ୍କ ଦ୍ୱାରା ତୁମେ ଆମ ପୂର୍ବପୁରୁଷ ଓ ତୁମ ଦାସ ଦାଉଦଙ୍କ ମୁଖ ଦେଇ ଏହି କଥା ଶୁଣାଇଥିଲ; ‘ଅଣଯିହୁଦୀମାନେ କାହିଁକି ଉତ୍ତ୍ୟକ୍ତ ହେଲେ; ଲୋକମାନେ କାହିଁକି ବୃଥା ଚକ୍ରାନ୍ତ କଲେ?

Gade chapit la Kopi

ପବିତ୍ର ବାଇବଲ

25 ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସେବକ ଥିଲେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ଗ୍ଭଳିତ ହୋଇ ଏହି କଥା ଲେଖିଛନ୍ତି, ‘ଏହି ଜାତିର ଲୋକେ କାହିଁକି କଳି କରୁଛନ୍ତି? ଏ ଜଗତରେ ଲୋକେ କାହିଁକି ପରମେଶ୍ୱରଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରୁଛନ୍ତି? ଏହା ସବୁ ନିରର୍ଥକ।

Gade chapit la Kopi




ପ୍ରେରିତ 4:25
5 Referans Kwoze  

ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;


ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


Swiv nou:

Piblisite


Piblisite