ପ୍ରେରିତ 4:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)32 ବିଶ୍ଵାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା। Gade chapit laଓଡିଆ ବାଇବେଲ32 ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)32 ବିଶ୍ୱାସୀଦଳ ଏକ ପ୍ରାଣ ଓ ଏକ ଚିତ୍ତ ହେଲେ। କେହି ନିଜର ସମ୍ପତ୍ତିକୁ ନିଜସ୍ୱ ବୋଲି ଦାବୀ କରୁ ନ ଥିଲେ, ବରଂ ସମସ୍ତଙ୍କର ସମ୍ପତ୍ତିକୁ ସେମାନେ ସମଭାବରେ ଭୋଗ କଲେ। Gade chapit laପବିତ୍ର ବାଇବଲ32 ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ। Gade chapit la |