ପ୍ରେରିତ 4:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦତଳେ ଥୋଉଥିଲେ, Gade chapit laଓଡିଆ ବାଇବେଲ34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, Gade chapit laପବିତ୍ର ବାଇବଲ (CL) NT (BSI)34 ସେମାନଙ୍କ ଦଳରେ କୌଣସି ବ୍ୟକ୍ତି ଅଭାବଗ୍ରସ୍ତ ନ ଥିଲା। ଯେଉଁମାନଙ୍କର ଜମି ଓ ଘର ଥିଲା, Gade chapit laପବିତ୍ର ବାଇବଲ34 ସେମାନଙ୍କ ମଧ୍ୟରେ କାହାର କିଛି ଅଭାବ ନ ଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା। Gade chapit la |