ପ୍ରେରିତ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏପରି କି, ପିତର ଆସିବା ସମୟରେ ଅନ୍ତତଃ ତାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ତକୁ ବୋହିନେଇ ଆସି, ଶେଯ ଓ ଖଟିଆରେ ରଖିଦେଉଥିଲେ। Gade chapit laଓଡିଆ ବାଇବେଲ15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)15 ପ୍ରେରିତ ଶିଷ୍ୟମାନଙ୍କର କାର୍ଯ୍ୟ ବିଶେଷ ଫଳପ୍ରଦ ହେଲା, ଏପରିକି ପିତର ଚାଲିଯାଉଥିବା ସମୟରେ ତାଙ୍କର ଛାଇ ପଡ଼ିବା ପାଇଁ ଲୋକମାନେ ରୋଗୀମାନଙ୍କୁ ବୋହି ଆଣି ବାଟରେ ବିଛଣା ଓ ଚଟେଇରେ ଶୁଆଇ ଦେଉଥିଲେ। Gade chapit laପବିତ୍ର ବାଇବଲ15 ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ। Gade chapit la |